କଞ୍ଚା କଳାହାଣ୍ଡିଆ website ରେ ଆପଣ କେ ସ୍ବାଗତ୍

kalahandi pratista dibas Dp, photo frame dawonload 1 November କଳାହାଣ୍ଡି ପ୍ରତିଷ୍ଠା ଦିବସ ୧ ନଭେମ୍ବର୍ କଲାହାଣ୍ଡି ଦିନ୍







୧୯୪୮ ମସିହାରେ ଗଡଜାତ ରାଜ୍ୟ ମିଶ୍ରଣ ହେବା ସମୟରେ କଳାହାଣ୍ଡିଗଡ ରାଜ୍ୟ ,ପାଟଣାଗଡ ରାଜ୍ୟ ଓ ସୋନପୁରଗଡ ରାଜ୍ୟ ମିଶାଇ କଳାହାଣ୍ଡି ଜିଲ୍ଲା ଗଠିତ ହୋଇଥିଲା ଯାହାର ସଦର ମହକୁମା ବଲାଙ୍ଗିର ଥିଲା । ୧ ନଭେମ୍ବର ମସିହା ୧୯୪୯ରେ ପାଟଣା (ପରବର୍ତ୍ତୀ ସମୟରେ ବଲାଙ୍ଗିର ଜିଲ୍ଲା ), ସୋନପୁର ( ବର୍ତ୍ତମାନର ସୁବର୍ଣ୍ଣପୁର ଜିଲ୍ଲା ) କଳାହାଣ୍ଡିରୁ ଅଲଗା ହେଲା ଓ ବଲାଙ୍ଗିର ଜିଲ୍ଲା ଗଠିତ ହେଲା । କଳାହାଣ୍ଡି ଓ ନୂଆପଡାକୁ ମିଶାଇ ଗୋଟିଏ ଜିଲ୍ଲା ହେଲା ଏବଂ ଭବାନୀପାଟଣାକୁ ଏହାର ସଦର ମହକୁମା କରାଗଲା । କାଶୀପୁର ଥାନା ଅଞ୍ଚଳ ସହିତ ଭବାନୀପାଟଣା ମଧ୍ୟରେ କୌଣସି ସିଧା ସଳଖ ଯୋଗାଯୋଗ ନଥିବାରୁ ଏହାଦ୍ୱାରା ପ୍ରଶାସନିକ ଅସୁବିଧା ଅନୁଭୂତ ହେଇଥିଲା

Web king

Post a Comment

Previous Post Next Post